ଆଜିର ଖବର ପୂର୍ବ ତଟ ରେଳପଥର ନୂତନ ମହାପ୍ରବନ୍ଧକ ହେଲେ ମନୋଜ ଶର୍ମା ଭୁବନେଶ୍ବର: 1985 ବ୍ୟାଚ୍ ର ଭାରତୀୟ ରେଳ ଇଞ୍ଜିନିୟରିଂ ସେବା (ଆଇଆରଏସ୍ଇ) ର ଅଧିକାରୀ ମନୋଜ ଶର୍ମା ମହାପ୍ରବନ୍ଧକ ଭାବରେ ପୂର୍ବ ତଟ ରେଳପଥରେ ଯୋଗ ଦେଇଛନ୍ତି।…