ଜାତୀୟ ଖବର ଉଦଯାପିତ ହେଲା ଭାରତୀୟ ସାଂସ୍କୃତିକ ଐତିହ୍ୟ ଉପରେ ଆୟୋଜିତ ତୃତୀୟ ଅନ୍ତର୍ଜାତୀୟ ସମ୍ମିଳନୀ ଭୁବନେଶ୍ୱର: ଅତୀତ କେବଳ ଇତିହାସ ନୁହେଁ, ବରଂ ଆଧୁନିକ ବିଶ୍ୱ ସମସ୍ୟାର ମୁକାବିଲା ପାଇଁ ପ୍ରେରଣା ଦିଏ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି…