ଆଜିର ଖବର ଗୁଳିଗୋଳା ଉତ୍ପାଦନରେ ଆତ୍ମନିର୍ଭରଶୀଳତା: ‘ବେଲ୍’ ସହିତ ପ୍ରତିରକ୍ଷା ମନ୍ତ୍ରଣାଳୟର ୫୩୩୬.୨୫ କୋଟିର ଚୁକ୍ତି ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରଣାଳୟ ୨୦୨୩ ଡିସେମ୍ବର ୧୫ରେ ପୁଣେସ୍ଥିତ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ (ବେଲ୍) ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ୱାକ୍ଷର କରିଛି । ଏହି ଚୁକ୍ତି…