ଆଜିର ଖବର ଖୁବ ଶିଘ୍ର ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ ମୁକ୍ତ ବାଣିଜ୍ୟ ଚୁକ୍ତିନାମା, ଶେଷ ହେଲା ଆଲୋଚନା ନୂଆଦିଲ୍ଲୀ: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପାଞ୍ଚ ଦିନର ଫଳପ୍ରଦ ଆଲୋଚନା ପରେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (FTA) ଉପରେ ଚତୁର୍ଥ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି।…