ଆଜିର ଖବର ଭାରତ-ଚୀନ୍ ସୈନିକଙ୍କ ମଧ୍ୟରେ ସଂଘର୍ଷ, ଆହତଙ୍କ ମଧ୍ୟରେ ଚୀନ୍ ସୈନିକଙ୍କ ସଂଖ୍ୟା ଅଧିକ ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚୀନ୍ର ସୈନିକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଉଭୟ ଦେଶର ସୈନିକ ଆହତ ହୋଇଥିବା ଖବର ରହିଛି। ଏହି…