ଆଜିର ଖବର ଜିଓ ପକ୍ଷରୁ ଟେଲିଭିଜନ ପାଇଁ ଏକ ନୂଆ ଅପରେଟିଂ ସିଷ୍ଟମ୍ର ଶୁଭାରମ୍ଭ ପାଇଁ କାର୍ଯ୍ୟ ଚାଲିଛି ମୁମ୍ବାଇ: ରିଲାଏନ୍ସ ଜିଓ ଇନ୍ଫୋକମ୍ର ଅଧ୍ୟକ୍ଷ ଆକାଶ ଅମ୍ବାନୀ କହିଛନ୍ତି ଯେ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି-ବମ୍ବେ ସହ ମିଶି ଦେଶର ସର୍ବବୃହତ ଟେଲିକମ୍ କମ୍ପାନି ଜିଓ…