ଭାରତ ଟେକ୍ସ ୨୦୨୫

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତ ଟେକ୍ସ ୨୦୨୫କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ବି ସେ ବୁଲି ଦେଖିଥିଲେ।…