ବିଶେଷ ଖବର ଏସୀୟ ନିର୍ବାଚନ ପ୍ରାଧିକରଣ ମହାସଂଘର ଅଧ୍ୟକ୍ଷ ଭାବେ ଭାରତ ନିର୍ବାଚିତ; ଏହି ପଦରେ ରହିବ ୨୦୨୪ ପର୍ଯ୍ୟନ୍ତ ନୂଆଦିଲ୍ଲୀ: ଏସୀୟ ନିର୍ବାଚନ ପ୍ରାଧିକରଣ ମହାସଂଘର ଅଧ୍ୟକ୍ଷଭାବେ ଭାରତ ସର୍ବସମ୍ମତିକ୍ରମେ ନିର୍ବାଚିତ ହୋଇଛି। ଭାରତ ଦୁଇବର୍ଷ (୨୦୨୨-୨୦୨୪) ପାଇଁ ଏହି ପଦରେ ରହିବ। ମେ ସାତ ତାରିଖରେ…