ଜାତୀୟ ଖବର ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି ନୂଆଦିଲ୍ଲୀ: ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ…