ଜାତୀୟ ଖବର ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମାନ୍ୟବର କ୍ରିଷ୍ଟୋଫର ଲକ୍ସନଙ୍କ ଦ୍ୱାରା ଆୟୋଜିତ “ଭାରତ–ନ୍ୟୁଜିଲ୍ୟାଣ୍ଡ: ଏକ ବିଜୟୀ ସହଭାଗିତା” ଶୀର୍ଷକ ସ୍ୱତନ୍ତ୍ର ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ…