ଆଜିର ଖବର ଦେଶରେ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଦେଶରେ ବନ୍ୟା ପରିଚାଳନାର ପ୍ରସ୍ତୁତିର ସମୀକ୍ଷା ପାଇଁ ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ।…