ଆଞ୍ଚଳିକ ଚିଲିକାରେ ଭାଲେରୀ ପ୍ରିମିଅର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଉଦଘାଟନ କଲେ ପୂର୍ବତନ ବିଧାୟକ ରଘୁନାଥ ସାହୁ ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବଡକୁଳ ପଞ୍ଚାୟତ ଅନ୍ତର୍ଗତ ବୋରିଆସାହି ଗ୍ରାମରେ ଭାଲେରୀ ପ୍ରିମିଅର ଲିଗ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟର ଉଦଘାଟନୀ…