ଆଜିର ଖବର ଦୁଇ ଦିବସୀୟ ‘ଭିଜିଟର କନଫରେନ୍ସ-୨୦୨୩’କୁ ଉଦଘାଟନ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ/ଭୁବନେଶ୍ୱର: ଉଚ୍ଚ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀ ମାନଙ୍କର ଚରିତ୍ର ନିର୍ମାଣକୁ ପ୍ରାଥମିକତା ଦିଆଯିବା ଉଚିତ୍। ସେମାନଙ୍କୁ ନୈତିକତା, ସମ୍ବେଦନଶୀଳତା ଏବଂ ପରୋପକାର ତଥା ଭାରତୀୟ ମୂଲ୍ୟବୋଧ ଆଧାରରେ ଶିକ୍ଷାର…