ଭିଜିଲାନ୍ସ ସଚେତନତା ସପ୍ତାହ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ନିଗମର ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଭିଜିଲାନ୍ସ ସଚେତନତା ସପ୍ତାହ ୨୦୨୩ ପାଳନ କରାଯାଇ ସଚ୍ଚୋଟତା, ନୈତିକତା ରକ୍ଷା…