ଆଜିର ଖବର ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଭିତ୍ତିଭୂମି ପ୍ରକଳ୍ପ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନରେ ସେବା ତୀର୍ଥଠାରେ ପ୍ରଗତିର ୫୪ ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ସକ୍ରିୟ ଶାସନ ଓ ସମୟୋଚିତ କାର୍ଯ୍ୟାନ୍ୱୟନକୁ ପ୍ରୋତ୍ସାହିତ କରିବା…