ଆଜିର ଖବର ଭିନେଶଙ୍କୁ ବଳ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, କହିଲେ ଆପଣ ଚାମ୍ପିୟନଙ୍କ ମଧ୍ୟରେ ଚାମ୍ପିୟନ ନୂଆଦିଲ୍ଲୀ: ପ୍ୟାରିସ୍ ଅଲିମ୍ପିକ୍ସର ଅନ୍ତିମ ମୁକାବିଲା ପୂର୍ବରୁ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ଦୁଃଖ…