ଆଜିର ଖବର ଭୁବନେଶ୍ୱର ମହାନଗର ନିଗମ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ସ୍ତରୀୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ-୨୦୨୨ ସରକାରୀ ଉଚ୍ଚ ବିଦ୍ୟାଳୟ ବଡଗଡଠାରେ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ…