ଜାତୀୟ ଖବର ସାରା ରାଜ୍ୟରେ ଚାଲୁ ରହିଛି ଇଭିଏମ୍ ଓ ଭିଭିପ୍ୟାଟ୍ ପ୍ରଦର୍ଶନ କାର୍ଯ୍ୟକ୍ରମ ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନରେ ମତଦାନ ହାର ବୃଦ୍ଧି ଏବଂ ନୂତନ ଯୁବ ଭୋଟରମାନଙ୍କୁ ଇଭିଏମ୍/ଭିଭିପ୍ୟାଟ୍ ମାଧ୍ୟମରେ ମତଦାନ କରିବାର କୌଶଳ ଶିଖାଇବା ନିମନ୍ତେ ଭାରତ ନିର୍ବାଚନ…