ଜାତୀୟ ଖବର କୋଭିଡ ଯୋଗୁଁ ଦେଶରେ ଅଟକି ରହିଥିବା ବିଦେଶୀ ନାଗରିକଙ୍କର ଭିସା ଅବଧୀ ହେଲା ବୃଦ୍ଧି ନୂଆଦିଲ୍ଲୀ, କରୋନା ମହାମାରୀ ଯୋଗୁଁ ବ୍ୟବସାୟିକ ବିମାନ ଚଳାଚଳ ୨୦୨୦ ମାର୍ଚ୍ଚରୁ ବନ୍ଦ ରହିଥିବାରୁ ବୈଧ ଭାରତୀୟ ଭିସାରେ ଭାରତକୁ ଆସିଥିବା ଅନେକ ବିଦେଶୀ ନାଗରିକ ଅଟକି…