ଆଜିର ଖବର ରାଜ୍ୟରେ ଖଣି ଓ ଖଣିଜ କାରବାରକୁ ନେଇ କେନ୍ଦ୍ର ଖଣି ସଚିବଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଖଣି ମନ୍ତ୍ରଣାଳୟ ସଚିବ ଭି. ଏଲ. କାନ୍ତାରାଓ ଖଣି ଓ ଖଣିଜ କାରବାର କ୍ଷେତ୍ରରେ ନିୟୋଜିତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ସଂସ୍ଥାର…