ଆଜିର ଖବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ୨୦୨୪’ ଉଦ୍ଘାଟିତ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଜି ଭୁନେଶ୍ୱରସ୍ଥିତ କନଭେନସନ୍ ସେଣ୍ଟର୍ଠାରେ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ ୨୦୨୪’ ଉଦ୍ଘାଟିତ ହୋଇଯାଇଛି। ସମ୍ମିଳନୀ ଅବସରରେ ଶ୍ରୀ…