ଭୁବନେଶ୍ବରରେ ଅମିତ ଶାହା

ଭୁବନେଶ୍ବର: ସର୍ବଭାରତୀୟ ଡିଜି ସମ୍ମିଳନୀରେ ଯୋଗଦେବା ପାଇଁ ଭୁବନେଶ୍ବରରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ସେ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ,…