ଆଜିର ଖବର ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ ଭୁବନେଶ୍ବର: ଆଜି ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ସହିତ…