ଆଜିର ଖବର ସୋନିଆ ଗାନ୍ଧୀଙ୍କ ଶୀଘ୍ର ଆରୋଗ୍ୟ କାମନା କରି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଦୀପ ଦାନ ଭୁବନେଶ୍ୱର: ଜାତୀୟ କଂଗ୍ରେସର ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କ ଆଶୁ ଆରୋଗ୍ୟ କାମନା କରି ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ତରଫରୁ ଆଜି ରାମ ମନ୍ଦିର ସାମନାରେ ୧୦୮…