ଜାତୀୟ ଖବର ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ହେଲା ବଡ ପରିବର୍ତ୍ତନ ଭୁବନେଶ୍ବର, ଜୁନ୍ ମାସ ଶେଷ ପଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଏଣିକି ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା…