ଭୁବନେଶ୍ବର ମେଟ୍ରୋ ସେବା

ଭୁବନେଶ୍ବର: ରାଜଧାନୀରେ ଗଡିବ ମେଟ୍ରୋ ଟ୍ରେନ। ଆଜି ଉତ୍କଳ ଦିବସରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ମେଟ୍ରୋ ଟ୍ରେନ ଖୋର୍ଦ୍ଧା, ଭୁବନେଶ୍ବର, ପୁରୀ…