ଆଜିର ଖବର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ବର: ମାଷ୍ଟରକ୍ୟାଣ୍ଟିନସ୍ଥିତ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ରେଳ ବିଭାଗର ସମସ୍ଥ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟର ଅଗ୍ରଗତି…