Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୬୮: ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୬୮ ଆକ୍ରାନ୍ତଙ୍କ ମଧ୍ୟରୁ ୮୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୮୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୧୪୭ କୁ ବୃଦ୍ଧି ହୋଇଛି।

ଆଜି ସର୍ବାଧିକ ନଯାପଲ୍ଲୀରୁ ୩୩ ଜଣ ଆକ୍ରନ୍ତ ଚିହ୍ନଟ ହୋଇଥିବା ବେଳେ ବମିଖାଲରୁ ୨୨ ଜଣ, ଓଲ୍ଡ ଟାଉନରୁ ୧୮ ଜଣ, ସୁନ୍ଦରପଦାରୁ ୧୭ ଜଣ, ପଟିଆରୁ ୧୫ ଜଣ, ଖଣ୍ଡଗିରିରୁ ୧୬ ଜଣ, ପୋଖରିପୁଟରୁ ୧୪ ଜଣ, ରସୁଲଗଡରୁ ୧୩ ଜଣ, ଶୈଳଶ୍ରୀବିହାରରୁ ୧୩ ଜଣ, ଲକ୍ଷ୍ମୀସାଗରରୁ ୧୧ ଜଣ, ୟୁନିଟ-୩ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୧୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୮୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପୁଣି ଥରେ ଲିଙ୍ଗରାଜ ମନ୍ଦିରରେ ଲାଗିଲା କଟକଣା: ଶ୍ରଦ୍ଧାଳୁଙ୍କୁ ମଳିବ ନାହିଁ ଅନୁମତି

ଭୁବନେଶ୍ବର: ଲିଙ୍ଗରାଜ ମନ୍ଦିର ପାଇଁ ପୁଣି ଥରେ କଟକଣା ଆରମ୍ଭ ହୋଇଯାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏହି କଟକଣା ଲାଗୁ କରାଯାଇଛି। ମନ୍ଦିରର କିଛି ସେବାୟତ ସଂକ୍ରମିତ ହେବାରୁ କଟକଣା ନିଷ୍ପତ୍ତି ନିଆଯାଇଛି। ମନ୍ଦିର ଭିତରକୁ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି। କେବଳ ସେବାୟତଙ୍କ ଦ୍ଵାରା ନୀତିକାନ୍ତ କରିବାକୁ ନିଷ୍ପତ୍ତି ହୋଇଛି। କିନ୍ତୁ ପୂର୍ବ ନିଷ୍ପତ୍ତି ଅନୁସାରେ ଅଶୋକାଷ୍ଟମୀ ରଥଯାତ୍ରା ହେବ। ମନ୍ଦିର ପ୍ରଶାସନ ରଥଯାତ୍ରା ପରିଚାଳନା କରିବା ପାଇଁ ନିର୍ଦ୍ଦେଶ ହୋଇଛି। ଏନେଇ ବିଏମସି ନିର୍ଦ୍ଦେଶନାମା ଜାରି କରିଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ଯାଏଁ ଏହି କଟକଣା ଲାଗିବ ବୋଲି ବିଏମସି କହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୩୮: ସୁସ୍ଥ ହେଲେ ୧୨୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୬୭୯ କୁ ବୃଦ୍ଧି ହୋଇଛି।

ଖଣ୍ଡଗିରିରୁ ସର୍ବାଧିକ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଟିଆରୁ ୧୫ ଜଣ, ନଯାପଲ୍ଲୀରୁ ୧୪ ଜଣ, ଓଲ୍ଡ ଟାଉନରୁ ୧୩ ଜଣ, ୟୁନିଟ ୬ ରୁ ୧୦ ଜଣ, ବାଣୀବିହାରରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଭୁବନେଶ୍ବରରୁ ୧୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୮୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୫୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୫୧: ସୁସ୍ଥ ହେଲେ ୧୧୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୯୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ହଜାର ୩୪୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୭୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୩୧୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୧୧: ସୁସ୍ଥ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୬୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୪୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୮୯୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୬୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୯୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୭୯: ସୁସ୍ଥ ହେଲେ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୫୭୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୫୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୭୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୦୭: ସୁସ୍ଥ ହେଲେ ୬୨ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୬୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୨୦୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୪୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୪୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୯୧: ସୁସ୍ଥ ହେଲେ ୬୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୮୯୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୩୮୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୨୩୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୯୦: ସୁସ୍ଥ ହେଲେ ୫୬ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୫୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୭୦୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୩୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ହଜାର ୧୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୪୮: ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୩୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୫୧୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୨୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୭୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୭୧: ସୁସ୍ଥ ହେଲେ ୫୩ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୭୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୨୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୩୬୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୨୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦: ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୫୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୧୯୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୧୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୬୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୮: ସୁସ୍ଥ ହେଲେ ୫୦ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୪୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୧୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୬୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୩: ସୁସ୍ଥ ହେଲେ ୪୭ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୯୩୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୧୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୭୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୭୩୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩୮ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୩ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୬୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

‘ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ’ର ଭୁବନେଶ୍ବର ମୁଖ୍ୟ ଶାଖାକୁ ସିଲ୍ କଲା ବିଏମସି

ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ମୁଖ୍ୟ ଶାଖାକୁ ବିଏମସି ସିଲ୍ କରିଛି। ୭ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମସି ଏଭଳି ନିଷ୍ପତ୍ତି ନେଇଛି। ଆଜିଠାରୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ଶାଖାକୁ ସିଲ୍ କରାଯାଇଛି। ମୁଖ୍ୟ ଶାଖାର ଗ୍ରାଉଣ୍ଡ ଓ ଫାଷ୍ଟ ଫ୍ଲୋରକୁ ବିଶୋଧନ କରାଯିବ। ସମସ୍ତ କର୍ମଚାରୀଙ୍କୁ ଆସନ୍ତା ୬ ତାରିଖରେ ଆରଟିପିସିଆର ଟେଷ୍ଟ କରାଯିବ ବୋଲି ବିଏମସି ନିର୍ଦ୍ଦେଶ ଦେଇଛି। ବର୍ତ୍ତମାନ ଆକ୍ରାନ୍ତ କର୍ମଚାରୀଙ୍କର କଣ୍ଟାକ୍ଟ ଟ୍ରେସିଙ୍ଗ ଜାରି ରହିଥିବା ବେଳେ ସେମାନେ ଏବେ ପୃଥକ ବାସରେ ରହିଛନ୍ତି। ଏନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୭୧ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୨ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୬୧୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୦୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଜାରି ହେଲା ବିଏମସିର ନୂଆ ଗାଇଡ଼ଲାଇନ୍: ବିବାହ ଏବଂ ଶୁଦ୍ଧ କ୍ରିୟା ପାଇଁ କଟକଣା ହେଲା କଡାକଡି

ଭୁବନେଶ୍ବର: କରୋନାର ଦ୍ଵିତୀୟ ଲହର ଏବେ ଭୟଙ୍କର ରୂପ ନେଉଛି। ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢିଚାଲିଛି। ଏହାକୁ ନେଇ ରାଜ୍ୟ ସରକାର ତତ୍ପରତା ଦେଖାଉଥିବା ବେଳେ ଆଜି ଭୁବନେଶ୍ବର ମ୍ୟୁନିସିପାଲ କର୍ପୋରେସନ ଏକ ନୂଆ ଗାଇଡ଼ଲାଇନ୍ ଜାରି କରିଛି। ବିବାହ ଏବଂ ଶୁଦ୍ଧ କ୍ରିୟା ପାଇଁ କଟକଣା କଡାକଡି କରିଛି। ବିବାହ ଉତ୍ସବରେ ସର୍ବାଧିକ ୧୦୦ ଜଣ ଲୋକ ଭାଗ ନେବାକୁ ଥିବା ବେଳେ ଶୁଦ୍ଧ କ୍ରିୟାରେ ସର୍ବାଧିକ ୫୦ ଜଣ ପାଇଁ ଅନୁମତି ରହିଛି।

ସେହିପରି କୌଣସି ଅନୁଷ୍ଠାନର ରୋପ୍ୟ, ସୁବର୍ଣ୍ଣ କିମ୍ବା ଶତବାର୍ଷିକୀ ଉତ୍ସବ ଉପରେ କଟକଣା ଲାଗିଛି। କୌଣସି ସଂସ୍ଥା କିମ୍ବା ଶିକ୍ଷାନୁଷ୍ଠାନରେ ବାର୍ଷିକ ଉତ୍ସବ ପାଇଁ ଅନୁମତି ନାହିଁ। ଏହି ମାର୍ଗଦର୍ଶିକା ଆସନ୍ତା ୬ ତାରିଖରୁ ଲାଗୁ ହେବ ଏବଂ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ଯାଏଁ ଏହି କଟକଣା ବଳବତ୍ତର ରହିବ। ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୪୫ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୨ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୩୧ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୪୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୪୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୫୨ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୩ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୨ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୦୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୧୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।