Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଦୁଇ ଆକ୍ରାନ୍ତ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତ ଜଣଙ୍କ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୫୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୬୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ  ୨୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୩ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୪୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ସୁସ୍ଥ ହେଲେ ୧୦ ଜଣ ଆକ୍ରାନ୍ତ: ୧୦୦ ତଳକୁ ଖସିଲା ସକ୍ରିୟ ସଂଖ୍ୟା

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩  କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୪ ଜଣଙ୍କ ଆକ୍ରାନ୍ତ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୩୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୧ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତ ଜଣଙ୍କ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୫୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ ଜଣଙ୍କ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୧ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୬ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୦୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୧ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ମଧ୍ୟରୁ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୯ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୭ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ମଧ୍ୟରୁ ୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୯୨ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୧୦ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ସମସ୍ତ ୮ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୮୫ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୮ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୭୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୯ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନ ରୁ ଚିହ୍ନଟ ହୋଇଥିବା ବେଳେ ୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୬୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ସ୍ଥାନୀୟ ଅଞ୍ଚଳରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୫୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।