ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୭ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୭୬ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
Tag: ଭୁବନେଶ୍ବର
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୬୯ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୩୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୫୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଓଡିଶାବାସୀଙ୍କ ପାଇଁ ଖୁସି ଖବର। ଶେଷରେ ଭୁବନେଶ୍ବରରେ ପହଞ୍ଚିଲା କରୋନା ଟିକା। ସ୍ପାଇସ୍ ଜେଟ୍ ବିମାନ ଯୋଗେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ କରୋନା ଟିକା ଆସି ପହଞ୍ଚିଛି। ସିଧା ପୁନେ ସ୍ଥିତ ସେରମ୍ ଇନଷ୍ଟିଚ୍ୟୁଟ୍ରୁ ନୂଆଦିଲ୍ଲୀ ବିମାନ ବନ୍ଦର ଦେଇ କୋଭିସିଲ୍ଡ ଟିକା ଭୁବନେଶ୍ବରରେ ପହଞ୍ଚିଛି। ମେଡିକାଲ ସୁରକ୍ଷା ବଳୟ ମଧ୍ୟରେ ଏହି ଟିକା ରାଜ୍ୟ ଔଷଧ ନିଗମକୁ ନିଆଯାଇଛି। ଆସନ୍ତ ୧୬ ତାରିଖରେ ଟିକାକରଣ କରାଯିବ। ପୁଣି ଦ୍ବୀତିୟ ପର୍ଯ୍ୟାୟ ଟୀକା ଖୁବ ଶିଘ୍ର ଆସିବ ବୋଲି ଜଣାପଡିଛି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୭ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୪୮ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୯ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୪୧ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୩୨ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର, ବିଏମସି ନିର୍ବାଚନ କେବେ ହେବ ତାହା ଜଣାପଡି ନାହିଁ। ହେଲେ ରାଜନୈତିକ ଦଳଗୁଡିକ ବର୍ତ୍ତମାନଠାରୁ ବେଶ୍ ତତ୍ପର ହୋଇ ଉଠିଲେଣି। କାରଣ ନିର୍ବାଚନ ପୂର୍ବରୁ କିଛି କରିଥିଲେ ଲୋକଙ୍କୁ କହି ତାହାର ଫାଇଦା ଉଠାଇବାକୁ ହେବ। ସେହି ନ୍ୟାୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ଆଇଓସିଏଲ ଅର୍ଥ ବରାଦ କରିଛି। ଏହା ନିଶ୍ଚିତ ଭାବେ ଖୁସିର କଥା। ହେଲେ ଏହାକୁ ନେଇ ରାଜନୈତିକ ଗନ୍ଧ ସଂପୂର୍ଣ୍ଣ ବାରି ହୋଇପଡିଛି। କାରଣ ଏହି ପ୍ରକଳ୍ପ ଶୁଭାରମ୍ଭ ସମୟରେ ଯେପରି ରାଜନୈତିକ ନାରାବାଜି ହେଲା ତାହା ସ୍ପଷ୍ଟ ହୋଇଥିଲା ଯେ ଏହା ରାଜନୀତି ବ୍ୟତିତ ଆଉ କିଛି ନୁହେଁ।
ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ ପୂର୍ବରୁ ପ୍ରଭୃ ଲିଙ୍ଗରାଜଙ୍କ ଦର୍ଶନ କରିବାକୁ ଯାଇଥିଲେ। ସେଠାରୁ ଫେରିବା ବେଳକୁ ବିଜେଡି କର୍ମୀଙ୍କର ନାରାବାଜି ତାଙ୍କୁ ବିଚଳିତ କରି ଦେଇଥିଲା। ଧର୍ମେନ୍ଦ୍ରଙ୍କ ଚାରିପଟେ ବିଜେଡି କର୍ମୀମାନେ ଘେରି ନବୀନ ପଟ୍ଟନାୟକ ଜିନ୍ଦାବାଦ ବୋଲି ଚିତ୍କାର କରିଥିଲେ। ଏହାକୁ ଦେଖି ବିଜେପି କର୍ମାମାନେ ମଧ୍ୟ ଧର୍ମେନ୍ଦ୍ର ଓ ମୋଦି ଜିନ୍ଦାବାଦ ବୋଲି କରିବାକୁ ଲାଗିଲେ। ଉଭୟଙ୍କ ମଧ୍ୟରେ ଠେଲାପେଲା ପର୍ଯ୍ୟନ୍ତ ମଧ୍ୟ କଥା ଯାଇଥିଲା। ପରିସ୍ଥିତି ଏପରି ହେଲା ଯେ, ଧର୍ମେନ୍ଦ୍ରଙ୍କୁ ବିଜେପି କର୍ମୀମାନେ କର୍ଡନ କରି ସଭାମଞ୍ଚ ପର୍ଯ୍ୟନ୍ତ ନେଇ ଆସିଥିଲେ।
ଏହାପରେ ସଭା ଆରମ୍ଭ ହୋଇଥିଲା। ଏହି ସଭାରେ ଧର୍ମେନ୍ଦ୍ରଙ୍କ ସହିତ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା, ସ୍ଥାନୀୟ ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କଂନଫ୍ରେସିଂରେ ଉପସ୍ଥିତ ଥିଲେ। କଥା ପ୍ରସଂଗରେ ଅପରାଜିତା ରାଜ୍ୟ ସରକାରଙ୍କୁ ଦୋଷ ଦେଇ ବିନ୍ଦୁସାଗର କାମ ଯାହା ହୋଇଛି ତାହା ଆଖିକୁ ଦିଶୁ ନାହିଁ ବୋଲି କହିଥିଲେ। ହେଲେ ଏହାର ଜବାବରେ ମନ୍ତ୍ରୀ ଅଶୋକ ପଣ୍ଡା ବିନ୍ଦୁ ସାଗରର ତଥା ପୁରୁଣା ଭୁବନେଶ୍ବରର ପାଇଁ ନବୀନ ପଟ୍ଟନାୟକ କଣ କାମ କରିଛନ୍ତି ତାହାର ହିସାବ ଦେଇଥିଲେ। ଯାହାକୁ ନେଇ ସଭାସ୍ଥଳରେ ସାମାନ୍ୟ କଥା କଟାକଟି ପରିସ୍ଥିତି ସୃଷ୍ଟି ହୋଇଥିଲା।
ତେବେ ଧର୍ମେନ୍ଦ୍ର କହିବା ବେଳକୁ କଥା ଆଉ ଟିକିଏ ବଢିଯାଇଥିଲା। ଧର୍ମେନ୍ଦ୍ର ଭାଷଣ ଦେବା ବେଳେ ବିଜେଡି କର୍ମୀମାନେ ଜୋରରେ ନବୀନ ପଟ୍ଟନାୟକ ଜିନ୍ଦାବାଦ ବୋଲି ଚିତ୍କାର କରିଥିଲେ। ଯାହାକୁ ନେଇ ଧର୍ମେନ୍ଦ୍ର ସମ୍ଭାଳିପାରି ନ ଥିଲେ। ସେ ବାରମ୍ବାର ଆଙ୍ଗୁଠି ଦେଖାଇ ଟିକିଏ ଭାଇମାନେ ଚୁପ ରହନ୍ତୁ ବୋଲି କହିଥିଲେ। ହେଲେ ତାଙ୍କ କଥାକୁ କେହି ଶୁଣି ନ ଥିଲେ। ଧର୍ମେନ୍ଦ୍ର ପରିସ୍ଥିତିକୁ ହାଲକା କରିବା ପାଇଁ କହିଥିଲେ ଯେ,ଏହି ସ୍ଥାନ ହେଉଛି ଅଶୋକ ପଣ୍ଡା ଏବଂ ଅପରାଜିତାଙ୍କର, ତେଣୁ ଜିନ୍ଦାବାଦ ଟିକିଏ ଅଧିକ ହେବ।
ତେବେ ଏପରି କରିବାର କାରଣ କଣ ପଚାରିବାରେ କେତେକ କର୍ମୀ କହିଥିଲେ ଯେ, ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ପାଇଁ କିଛି କରି ନାହାଁନ୍ତି। ହେଲେ ଆଗକୁ ବିଏମସି ନିର୍ବାଚନ ଅଛି ବୋଲି ସେ ଆଜି ଏପରି ପ୍ରକଳ୍ପର ଶୁଭାରମ୍ଭ କରି ବାହାବା ନେବାକୁ ଚାହୁଁଛନ୍ତି। ହେଲେ ଏହି ଅଞ୍ଚଳ ପାଇଁ ଯାହା କିଛି ହୋଇଛି ତାହା କେବଳ ନବୀନଙ୍କ ପାଇଁ। ସେଥିପାଇଁ ଆମେ ଆମ ନେତାଙ୍କ ଜିନ୍ଦାବାଦ କରୁଥିଲୁ। ତେବେ ସେ ଯାହା ହେଲେ ମଧ୍ୟ ଏହି ସଭାରୁ ରାଜନୈତିକ ଗନ୍ଧ ସ୍ପଷ୍ଟ ବାରି ହୋଇ ପଡିଥିଲା ଏଥିରେ ସନ୍ଦେହ ନାହିଁ।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୨୦ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର, ରାଜ୍ୟର ସମସ୍ତ ସରକାରୀ ସ୍କୁଲ ଆଜିଠାରୁ ଖୋଲିଛି। କରୋନା ପାଇଁ ଦୀର୍ଘ ନଅମାସ ଧରି ସ୍କୁଲ ବନ୍ଦ ଥିଲା। ସରକାରୀ ସ୍କୁଲ ସହିତ କେତେକ ଘରୋଇ ସ୍କୁଲ ମଧ୍ୟ ଖୋଲାଯାଇଛି। ତେବେ କରୋନା ପାଇଁ ସରକାରଙ୍କ ଯେଉଁ କଟକଣା ରହିଛି ସେହି ଅନୁସାରେ ଛାତ୍ରଛାତ୍ରୀଙ୍କୁ ସ୍କୁଲ ପ୍ରବେଶ କରିବାକୁ ଅନୁମତି ଦିଆଯାଉଛି। ଛାତ୍ରଛାତ୍ରୀମାନେ ସ୍କୁଲକୁ ଯିବା ପୂର୍ବରୁ ସେମାନଙ୍କୁ ଶାରୀରିକ ଦୂରତାରେ ରଖି ଥର୍ମାଲସ୍କାନିଂ କରାଯାଇଛି। ସାନିଟାଇଜେସନ ପରେ ସେମାନଙ୍କୁ ସ୍କୁଲ ଭିତରକୁ ଛଡାଯାଇଛି।
ସେହିପରି ସ୍କୁଲ ଭିତରେ ଅର୍ଥାତ କ୍ଲାସଗୁଡିକରେ ଗୋଟିଏ ଟେବୁଲରେ ଦୁଇଜଣ କିମ୍ବା ତିନିଜଣ ବସୁଥିଲେ। ହେଲେ ବର୍ତ୍ତମାନ ଗୋଟିଏ ଟେବୁଲରେ କେବଳ ଜଣେ ବସିପାରିବ। ସେଥିପାଇଁ ଗୋଟିଏ ଗୋଟିଏ କ୍ଲାସକୁ ବର୍ତ୍ତମାନ ଦୁଇଟି ରୁମରେ କରାଯିବ। ପୁରା ସ୍କୁଲ ସମୟରେ ଛାତ୍ରଛାତ୍ରୀମାନେ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି।
ସେହିପରି ଛାତ୍ରଛାତ୍ରୀମାନେ ପକେଟରେ ସାନିଟାଇଜରେ ନେବା ପାଇଁ କୁହାଯାଇଛି। ଏଥିସହିତ ସ୍କୁଲରେ ମଧ୍ୟ ସାନିଟାଇଜର ରଖାଯିବ। ପ୍ରତି ପିରିୟଡ ପରେ ଏବଂ ଟଏଲେଟରୁ ଆସିବା ପରେ ହାତକୁ ସାନିଟଇଜ କରିବା ପାଇଁ କୁହାଯାଇଛି।
ବର୍ତ୍ତମାନ ସରକାରୀ ସ୍କୁଲ ସହିତ କେତେକ ଘରୋଇ ସ୍କୁଲ ମଧ୍ୟ ଖୋଲିଛି। ହେଲେ ସମସ୍ତ ଘରୋଇ ସ୍କୁଲ ଆସନ୍ତା ସୋମବାରଠାରୁ ଖୋଲିବ।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୭୦୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୯୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୭୫ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୨୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୮ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୬୪ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୧୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୪୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୪ ଜଣ ସକ୍ରିୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୬୧୩ କୁ ବୃଦ୍ଧି ହୋଇଛି। ସେହିପରି ଆଜି ଭୁବନେଶ୍ବରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୬୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୩୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।
ଭୁବନେଶ୍ବର: ବ୍ରିଟେନରେ କରୋନା ମହାମାରୀ ନୂଆ ରୂପ ନେବା ପରେ କେନ୍ଦ୍ର ସରକାର ଏନେଇ ଚିନ୍ତାରେ ପଡ଼ିଛି। ବିଭିନ୍ନ ପ୍ରକାର ପଦକ୍ଷେପ ସ୍ୱରୂପ ବ୍ରିଟେନରୁ ଆସୁଥିବା ସମସ୍ତ ବିମାନକୁ ଅସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ତେବେ ଏହାକୁ ନେଇ ରାଜ୍ୟ ସରକାର ମଧ୍ୟ ସଜାଗ ଅଛନ୍ତି। ଭୁବନେଶ୍ବରକୁ ଆସୁଥିବା ସମସ୍ତ ବିମାନ ଉପରେ ନଜର ରଖାଯାଉଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ବିମାନ ବନ୍ଦରରେ ବିଦେଶ ଫେରନ୍ତାଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି।
ବିମାନ ବନ୍ଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଗୌତମ ରାୟ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ପ୍ରତ୍ୟେକ ବିଦେଶ ଫେରନ୍ତାଙ୍କୁ ସତର୍କତା ଅବଲମ୍ବନ କରିବା ପାଇଁ ସମସ୍ତ ଏୟାରଳାଇନକୁ ଅବଗତ କରାଯାଇଛି। ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁ ବିଦେଶ ଫେରନ୍ତା ୫୫ ବର୍ଷୀୟ ହୋଇଥିବେ ଓ ତାଙ୍କ ଶରୀରରେ ଅନ୍ୟ ରୋଗ ଥିବ ତାଙ୍କୁ ବିଏମସି ଦ୍ୱାରା ପ୍ରତିଷ୍ଠା ହୋଇଥିବା କିଓସ୍କରେ କୋଭିଡ ଆଣ୍ଟିଜେନ ଟେଷ୍ଟ କରିବା ପାଇଁ ହେବ। ଏୟାର ପୋର୍ଟ ଟର୍ମିନାଲ ପାଖରେ ଏହି ପରୀକ୍ଷା କେନ୍ଦ୍ର ଖୋଲାଯାଇଛି।
ପ୍ରତ୍ୟେକ ଦିନ ପ୍ରାୟ ୨୭ଟି ବିମାନ ଆସୁଛି ଓ ୨୭ଟି ବିମାନ ଭୁବନେଶ୍ୱରରୁ ଉଡାଣ କରୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଏସଓପି ଜାରି କରାଯାଇଛି ବୋଲି ସେ କହିଛନ୍ତି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୧ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୪ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୪୩୫ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୮୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୬୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୩ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୫ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୩୦୨ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୬୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୬୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳ୧ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୨ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୨୩୬ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୬୪୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୪୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୧୩ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୯୯ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୩୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୬୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୩୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ବର: ଆଜି ଭୁବନେଶ୍ବରରୁ ୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ଵାରେଣ୍ଟିନରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ମାମଲା ୨୪ ରହିଛି। ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୭୯ କୁ ବୃଦ୍ଧି ହୋଇଛି।
ତେବେ ଆଜି ଭୁବନେଶ୍ବରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜିର ସୁସ୍ଥ ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ଭୁବନେଶ୍ବରରୁ ମୋଟ ୩୦ ହଜାର ୫୮୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଭୁବନେଶ୍ବରରୁ ୩୪୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ବେଳେ ୨୩୦ ଜଣ କୋରୋନା ଯୁଦ୍ଧରେ ମୃତ୍ୟୁବରଣ କରିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।