ଆଜିର ଖବର ପୂର୍ବତଟ ରେଳପଥର ମହା ପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଲ ଷ୍ଟେସନ୍ ନିରୀକ୍ଷଣ ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଆଜି ଭୁବନେଶ୍ୱର ରେଳ ଷ୍ଟେସନର ନିରୀକ୍ଷଣ କରିଛନ୍ତି ଏବଂ ଭୁବନେଶ୍ୱରରୁ ତାଲଚର ପର୍ଯ୍ୟନ୍ତ (ଅନଗୁଳ ମଧ୍ୟ ଦେଇ)…