ଆଜିର ଖବର ଭୁବନେଶ୍ୱର ଏବଂ ବାଙ୍ଗିରିପୋସି ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍, ଜାଣନ୍ତୁ କେତେବେଳେ ଛାଡିବ ଭୁବନେଶ୍ବର, ଯାତ୍ରୀଙ୍କ ସୁବିଧା ପାଇଁ ଭୁବନେଶ୍ୱର ଏବଂ ବାଙ୍ଗିରିପୋସି ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ସେହି ଅନୁସାରେ ଏହି ଟ୍ରେନ କେତେବେଳେ କେଉଁଠି ପହଁଚିବ…