ଆଜିର ଖବର ପୁରୀ-ପାଟନା ଓ ଭୁବନେଶ୍ୱର-ଧାନବାଦ-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଚଳାଚଳର ସେବା ବୃଦ୍ଧି ଭୁବନେଶ୍ଵର: ପୁରୀ-ପାଟନା-ପୁରୀ ସ୍ପେଶାଲ ଏବଂ ଭୁବନେଶ୍ୱର-ଧାନବାଦ-ଭୁବନେଶ୍ୱର ଏକ୍ସପ୍ରେସର ସେବାକୁ ଅକ୍ଟୋବର 2023 ର ଶେଷ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଯାତ୍ରୀ ସଂରଚନା ପରିଚାଳନା…