ଆଜିର ଖବର ଏଲଏଚବି ସହ ଚଳାଚଳ କରିବ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସ ଭୁବନେଶ୍ୱର: ୨୦୮୩୭/୨୦୮୩୮ ଭୁବନେଶ୍ୱର-ଜୁନାଗଡ଼ ରୋଡ୍ -ଭୁବନେଶ୍ୱର ସୁପର ଫାଷ୍ଟ ଏକ୍ସପ୍ରେସର ଗୋଟିଏ ରେକ୍କୁ ଆଧୁନିକ ଲିଙ୍କେ ହଫମ୍ୟାନ୍ ବୁଶ୍ (LHB) କୋଚ୍ ସହିତ ଚଳାଚଳ କରାଯିବ ପାଇଁ…