ଆଜିର ଖବର କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ କୋରାପୁଟ: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଅଞ୍ଚଳରେ ଆଜି ସନ୍ଧ୍ୟାରେ ମୃଦୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସନ୍ଧ୍ୟା ପ୍ରାୟ ୮ଟା ୩୯ ମିନିଟ୍ ସମୟରେ ହଠାତ୍ କିଛି…