ଆଜିର ଖବର ଚିଲିକା ଖନନ କାର୍ଯ୍ୟ ତଦାରଖ କଲେ ଭୂବନେଶ୍ୱର ସାସଂଦ ଚିଲିକା (ସୀତାରାମ ଅଗ୍ରୱାଲ): ଚିଲିକା ଉପକୂଳବର୍ତ୍ତୀ ମତ୍ସ୍ୟଜୀବୀଙ୍କ ଆବଶ୍ୟକତା ଏବଂ ଅନୁରୋଧକ୍ରମେ ଭୂବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଭୂଷଣ୍ଡପୁର, ମଗଂଳାଯୋଡି, ସୁନ୍ଦରପୁର ଅଞ୍ଚଳ ପରିଦର୍ଶନ କରି ମତ୍ସ୍ୟଜୀବୀ…