ଜାତୀୟ ଖବର ଆସାମରେ ୬୯୫୦ କୋଟିର କାଜିରଙ୍ଗା ଏଲିଭେଟେଡ୍ କରିଡର ପ୍ରକଳ୍ପର ଭୂମିପୂଜା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଆସାମର କାଲିଆବୋରଠାରେ ୬୯୫୦ କୋଟି ଟଙ୍କା ମୂଲ୍ୟର କାଜିଲଙ୍ଗା ଏଲେଭେଟେଡ୍ କରିଡର ପ୍ରକଳ୍ପ (ଜାତୀୟ ରାଜପଥ-୭୧୫ର କାଲିଆବୋର-ନୁମାଲିଗଡ଼ ସେକ୍ସନର ୪-ଲେନକରଣ)ର…