ଅନ୍ତରାଷ୍ଟ୍ରୀୟ ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭେନେଜୁଏଲାର କାର୍ଯ୍ୟକାରୀ ରାଷ୍ଟ୍ରପତି ଡେଲସି ରୋଡ୍ରିଗ୍ୱେଜ୍ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ସେମାନେ ଦ୍ୱିପାକ୍ଷିକ ସହଭାଗୀତାକୁ ଆହୁରି ବିସ୍ତାର କରିବାକୁ…