ଆଜିର ଖବର ଲକଡାଉନ ସମୟରେ ଭୋକିଲାଙ୍କ ମୁହଁରେ ଖାଦ୍ୟ ଦେଉଛି ‘ଆହାର’: ଦିନକୁ ୪ ହଜାର ଲୋକେ ପାଉଛନ୍ତି ସୁବିଧା ଭୁବନେଶ୍ବର: ସାରା ରାଜ୍ୟରେ କରୋନା ଯୋଗୁଁ ଲକଡାଉନ କଟକଣା ଜାରି ରହିଛି। ଆଜିଠାରୁ ରାଜ୍ୟରେ କଟକଣାକୁ କୋହଳ କରାଯାଇଥିଲେ ମଧ୍ୟ କଟକଣା ଏବେ ବି ବଳବତ୍ତର ରହିଛି।…