ଭୋଗ ମଣ୍ଡପ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ଗୁରୁବାର ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦ୍ଵିତୀୟ ଭୋଗ ମଣ୍ଡପ ନୀତି ପରେ ଦତ୍ତମହାପାତ୍ର ସେବକଙ୍କ ଦ୍ୱାରା ରତ୍ନବେଦୀରେ…