ଭୋଟର ସାକ୍ଷରତା

କନ୍ଦର୍ପ ବେହେରା ରେଢ଼ାଖୋଲ: ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭୋଟର ସାକ୍ଷରତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଅଧ୍ୟାପକ ଡଃ ମନୋଜ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…