ଆଜିର ଖବର ବାଣପୁର-ବାଲୁଗାଁ ବାଇପାସ ନିକଟରେ ଓଲଟିଲା ମଟରସାଇକେଲ ବୋଝେଇ କଣ୍ଟେନର: ୧୪ ବୁଲେଟ ନଷ୍ଟ ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ରାତ୍ରିରେ ବାଣପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ବାଣପୁର-ବାଲୁଗାଁ ବାଇପାସ ନିକଟସ୍ଥ ମଠପାଟଣା ଛକରେ ଏକ ବୁଲେଟ ମଟରସାଇକଲ…