ଆଜିର ଖବର ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା ଭୁବନେଶ୍ୱର/କଲୋମ୍ବୋ: ସାର୍କ ଅଞ୍ଚଳର କ୍ଷୁଦ୍ର ମତ୍ସ୍ୟ ଚାଷୀଙ୍କ ଜୀବିକାରେ ଉନ୍ନତି ଏବଂ ପୋଷଣ ସୁରକ୍ଷା ପାଇଁ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ପ୍ରୟାସ ଆରମ୍ଭ କରିବାକୁ ଯାଉଛି।…