ମଦ୍ୟପାନ ଜନିତ ମୃତ୍ୟୁ

ଭୁବନେଶ୍ୱର: ମଦ୍ୟପାନ ଯୋଗୁଁ ପ୍ରତିବର୍ଷ ପୃଥିବୀରେ ପ୍ରାୟ ୩୦ଲକ୍ଷ ଲୋକ ମୃତ୍ୟୁବରଣ କରନ୍ତି। ଏହା ସବୁ ମୃତ୍ୟୁର ପ୍ରାୟ ୫.୩ ପ୍ରତିଶତ। ତେଣୁ ମଦ୍ୟପାନ ଅଭ୍ୟାସକୁ ହ୍ରାସ…