ଆଜିର ଖବର ୨୫ରେ ନୂଆ ହିତାଧିକାରୀଙ୍କୁ ଭତ୍ତା ଭୁବନେଶ୍ୱର: ମଧୁବାବୁ ପେନସନ୍ ଯୋଜନାରେ ନୂତନ ହିତାଧିକାରୀ ଏବଂ ଏନ୍ଏସଏପି ବ୍ୟାଙ୍କ୍-ଲିଙ୍କ୍ ହିତାଧିକାରୀମାନଙ୍କ ପାଇଁ ଆସନ୍ତା ୨୫ରେ ଭତ୍ତା ପ୍ରଦାନ କରାଯିବ। ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ କିମ୍ବା…