ଆଜିର ଖବର ଏମ୍ସ ଭୁବନେଶ୍ୱର ପକ୍ଷରୁ ମାଗଣା ରକ୍ତ ଶର୍କରା ଯାଞ୍ଚ ଏବଂ ଜନସଚେତନତା କାର୍ଯ୍ୟକ୍ରମ ଭୁବନେଶ୍ୱର: ମଧୁମେହ ନିୟନ୍ତ୍ରଣ ତଥା ମଧୁମେହ ସମ୍ବନ୍ଧୀୟ ଜଟିଳତାକୁ ରୋକିବା ପାଇଁ ଉପଯୁକ୍ତ ଚିକିତ୍ସା, ପୁଷ୍ଟିକର ଖାଦ୍ୟ, ନିୟମିତ ବ୍ୟାୟାମ, ଇନସୁଲିନର ସଠିକ୍ ପ୍ରୟୋଗ ଏବଂ କ୍ରମାଗତ…