ଆଜିର ଖବର ଏଣିକି ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ସାମିଲ୍ ହେବେ ନବମ, ଦଶମ ଶ୍ରେଣୀ ପିଲା: ଗଣଶିକ୍ଷା ବିଭାଗ ଭୁବନେଶ୍ଵର: ଏଣିକି ରାଜ୍ୟର ସମସ୍ତ ବିଦ୍ୟାଳୟର ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ସାମିଲ୍ କରାଯିବ। ଆଜି ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା…