ଆଜିର ଖବର ପ୍ରଖ୍ୟାତ ଚଳଚିତ୍ର ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ, ଚଳଚିତ୍ର ଜଗତରେ ଶୋକର ଛାୟା ଭୁବନେଶ୍ବର- ଓଡିଆ ଚଳଚିତ୍ରର ପ୍ରଖ୍ୟାତ ନିର୍ଦ୍ଦେଶକ, ପ୍ରଯୋଜକ, ଲେଖକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ…