ଆଜିର ଖବର ମନରେଗା ଦୁର୍ନୀତିରେ ବଡ଼ କାର୍ଯ୍ୟାନୁଷ୍ଠାନ, ୪୨ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଦୁଇ ଯନ୍ତ୍ରୀ ଗିରଫ ଫୁଲବାଣୀ : କନ୍ଧମାଳ ଜିଲ୍ଲାରେ ମନରେଗା କାର୍ଯ୍ୟରେ ଅନିୟମିତତା ଓ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଭିଜିଲାନ୍ସ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ କୋଟଗଡ଼ ବ୍ଲକର…