ମନି ଲଣ୍ଡରିଂ

ନୂଆଦିଲ୍ଲୀ: ଚାଇନାର ସ୍ମାର୍ଟଫୋନ୍ ନିର୍ମାତା ଭିଭୋ ବିରୋଧରେ ହୋଇଥିବା ଅର୍ଥ ହେରେଫେରେ ଘଟଣାରେ ଗତ ସପ୍ତାହରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭିଭୋ-ଇଣ୍ଡିଆର ତିନିଜଣ ଅଧିକାରୀଙ୍କୁ ଗିରଫ କରିଥିଲା।…

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅପରାଧିକ ଷଡ଼ଯନ୍ତ୍ରର ଧାରା ୧୨୦‘ବି’କୁ ବ୍ୟବହାର କରି ପିଏମ୍ଏଲ୍ଏ (ମନି ଲଣ୍ଡରିଂ) ମାମଲା ପ୍ରସ୍ତୁତ କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।…

ଚେନ୍ନାଇ: ସେନ୍ଥିଲ ବାଲାଜୀ ପରେ ତାମିଲନାଡୁ ସରକାରଙ୍କ ଅନ୍ୟ ଜଣେ ମନ୍ତ୍ରୀଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ତାମିଲନାଡୁ ସରକାରରେ ଶିକ୍ଷା ମନ୍ତ୍ରୀ କେ…

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଗତ ଏକ ବର୍ଷ ଜେଲରେ ଥିବା ସତ୍ୟେନ୍ଦ୍ର ଜୈନଙ୍କୁ ସୁପ୍ରିମକୋର୍ଟ ୬ସପ୍ତାହ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ତାଙ୍କ ଖରାପ…

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଅବକାରୀ ନୀତି ପ୍ରସଙ୍ଗରେ ଝଟକା ଲାଗିଛି। ମନି ଲଣ୍ଡରିଂ ମାମଲାରେ ଆଜି ତାଙ୍କୁ ଦିଲ୍ଲୀ କୋର୍ଟ ଜାମିନ ଦେବାକୁ…

କୋଲକାତା: ନକଲି ମୋବାଇଲ୍ ଗେମିଂ ଆପ୍ ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ଅର୍ଥାତ୍ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ବଡ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ଆପ ସରକାରର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ କୋର୍ଟରେ ଏକ ବଡ଼ ଧରଣର ଝଟକା ମିଳିଛି। ବାସ୍ତବରେ ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର…